www.samajalive.in
Saturday, December 6, 2025
26.1 C
Bhubaneswar

ବୃଦ୍ଧଙ୍କୁ କଚାଡି ମାରିଲା ହାତୀ

ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ବନାଞ୍ଚଳ କଞ୍ଜା ଗାଁରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକ କଞ୍ଜା ଗାଁର ସୋମନାଥ ବେହେରା ବୋଲି ଜଣାପଡିଛି। ଆଜି ସକାଳୁ ସେ ଆମ୍ବ ବଗିଚାକୁ ଯିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଖବର ପାଇ ବନ ବିଭାଗ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories