www.samajalive.in
Friday, December 12, 2025
15.1 C
Bhubaneswar

ଘରୋଇ ହସ୍ପିଟାଲରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ବର : ଶହୀଦ ନଗରସ୍ଥିତ ଏକ ଘରୋଇ ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ରୋଗୀଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହସ୍ପିଟାଲରେ ପାଟିତୁଣ୍ଡ କରିଛନ୍ତି। ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମହିଳା ଜଣକ ଫୁସଫୁସ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ତାଙ୍କୁ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories