ଢେଙ୍କାନାଳ : ବିଜେପି ପକ୍ଷରୁ ୧୨ଘଣ୍ଟିଆ ଢେଙ୍କାନାଳ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଇଛି। ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଅବ୍ୟବସ୍ଥାକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ଏହା ଫଳରେ ଦୋକାନ ବଜାର, ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି।
Popular Categories



