www.samajalive.in
Monday, December 8, 2025
27.1 C
Bhubaneswar

ରାସ୍ତାପାର୍ଶ୍ବ ଗଛରୁ ପ୍ରେମୀଯୁଗଳଙ୍କ ମୃତଦେହ ଜବତ

ସମାଜ ଡିଜିଟାଲ ଡେସ୍କ: ରାସ୍ତାରେ ସ୍କୁଟି ରଖି ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ। ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୌଡ଼ପାଟଣା ଗାଁ ନିକଟ ରାସ୍ତାପାର୍ଶ୍ବ ଏକ ଗଛରୁ ଏହି ପ୍ରେମୀଯୁଗଳଙ୍କ ମୃତଦେହ ଜବତ କରିଛି ପୁଲିସ। ଉଭୟେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତଦେହଠାରୁ କିଛି ଦୂରରେ ରାସ୍ତା ଉପରେ ଏକ ସ୍କୁଟି ରହିଛି। ଏହି ସ୍କୁଟିରେ ସେମାନେ ଏଠାକୁ ଆସିଥିବା ଅନୁମାନ କରାଯାଉଛି। ଯୁବକଯୁବତୀ ଦ୍ଵୟଙ୍କ ପରିଚୟ ଜଣାପଡ଼ି ନାହିଁ। ଜଙ୍କିଆ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଚଳାଇଛି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories