www.samajalive.in
Sunday, December 7, 2025
26.1 C
Bhubaneswar

ବିସିସିଆଇର କଡ଼ା କାର୍ଯ୍ୟାନୁଷ୍ଠନ: କୋଚିଂ ଟିମ୍‌ରୁ ହଟିଲେ ଟି ଦିଲୀପ ଓ ଅଭିଷେକ ନାୟର

ମୁମ୍ବଇ: ଭାରତୀୟ କ୍ରିକେଟ୍ କଂଟ୍ରୋଲ ବୋର୍ଡ(ବିସିସିଆଇ) ଚକିତ କଲା ଭଳି ଏକ ନିଷ୍ପତ୍ତି ନେଇଛି। ଭାରତୀୟ ଦଳର କୋଚିଂ ଷ୍ଟାଫ୍‌ରୁ ଫିଲ୍ଡିଂ ପ୍ରଶିକ୍ଷକ ଟି ଦିଲୀପ ଏବଂ ସହାୟକ ପ୍ରଶିକ୍ଷକ ଅଭିଷେକ ନାୟରଙ୍କୁ ହଟାଇ ଦେଇଛି ବିସିସିଆଇ। ଅଷ୍ଟ୍ରେଲିଆରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ରେ ଭାରତର ଲଜ୍ଜାଜନକ ପରାଜୟ ପରେ ବିସିସିଆଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଆହୁରି କେତେଜଣ କୋଚିଂ ଷ୍ଟାଫ୍‌ଙ୍କୁ ହଟାଇ ବିସିସିଆଇ କଡ଼ା ଚେତାବନୀ ଦେଇଛି ଯେ, ଟେଷ୍ଟରେ ଭାରତୀୟ ଦଳର ପ୍ରଦର୍ଶନକୁ ଅଣଦେଖା କରାଯାଇପାରିବ ନାହିଁ।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories