www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳୀ

ଭୁବନେଶ୍ଵର:  ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ ତମ ତିରୋଧାନ ଦିବସ। ଏହି ଅବସରରେ ରାଜ୍ୟବ୍ୟାପୀ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହେଉଛି। ଆଜି ବିଧାନସଭା ପରିସରରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କେଭି ସିଂଦେଓ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ , ପ୍ରମିଳା ମଲ୍ଲିକ ଏବଂ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ସେପଟେ ଆଜି ଶଙ୍ଖଭବନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରବାଦ ପୁରୁଷଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories