www.samajalive.in
Saturday, December 6, 2025
17.1 C
Bhubaneswar

ବନ୍ଧୁକ ଦେଖାଇ ଛେଳି ବ୍ୟବସାୟୀଙ୍କ ଠାରୁ ୩ ଲକ୍ଷ ଲୁଟ୍‌

ସୁନ୍ଦରଗଡ : ବନ୍ଧୁକ ଦେଖାଇ ଛେଳି ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି । ଏଭଳି ଏକ ଅଭାବନୀୟ ଘଟଣା ତଲସରା ଥାନା ବଘିଆବେର୍ଣ୍ଣି ଗାଁ ନିକଟରେ ଘଟିଛି । ୪ ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଏହି ଲୁଟ୍‌ କରିଥିବା ଅଭିଯୋଗ କରିଛି । ଛେଳି ବ୍ୟବସାୟୀଙ୍କ ଠାରୁ ପ୍ରାୟ ୩ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି । ପୁଲିସ ନିକଟରେ ଛେଳି ମାଲିକ ଅଭିଯୋଗ କରିବା ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

୧୨ ବର୍ଷ ପରେ ସୂର୍ଯ୍ୟ-ବୃହସ୍ପତି ହେବେ ଏକାଠି ; ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ହେବ ବିବାହ

ପୁଣି ବଢିଲା ; ଲକ୍ଷେ ମୁହାଁ ସୁନା ଦାମ୍‌

- Advertisement -

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories