www.samajalive.in
Thursday, December 11, 2025
18.1 C
Bhubaneswar

ସ୍ଥାୟୀ ଘରଡିହ ପଟ୍ଟା ପ୍ରଦାନ ଦାବିରେ ଭବାନୀପାଟଣା ବନ୍ଦ

ଭବାନୀପାଟଣା : ସହରର ବସ୍ତିବାସିନ୍ଦାଙ୍କୁ ସ୍ଥାୟୀ ଘରଡିହ ପଟ୍ଟା ପ୍ରଦାନ କରିବା ପାଇଁ ଦାବି କରାଯାଇଛି। ଦାବି ପୂରଣ ପାଇଁ ଭବାନୀପାଟଣାରେ ୧୬ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଡାକରା ଫଳରେ ସହରରେ ଦୋକାନବଜାର ବନ୍ଦ ରହିଛି। ଜନ୍ମମାଟି ସୁରକ୍ଷା ସଂଗ୍ରାମ ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଡାକରା ଫଳରେ ଗାଡି ଚଳାଚଳ ବାଧା ପ୍ରାପ୍ତ ହୋଇଛି। ସମସ୍ତ ଶିକ୍ଷାନୁଷ୍ଠାନକୁ ଏହି ବନ୍ଦ ଡାକରାରୁ ବାଦ ଦିଆଯାଇଥିବା ଜଣାପଡିଛି।

 

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories