www.samajalive.in
Sunday, December 14, 2025
26.1 C
Bhubaneswar

ହାଇୱା-ହାଇୱା ମୁହାଁମୁହିଁ ଧକ୍କା

କାମାକ୍ଷାନଗର: କାମାକ୍ଷାନଗର ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ମାଲପୁରା ଫ୍ଲାଏ ଓଭର ଉପରେ ବେପରୁଆ ଗାଡି ଚାଳନାରେ ଦୁଇଟି ଗାଡି ମୁହାଁମୁହିଁ ଧକ୍କା ହୋଇଛି। ବାମରାସ୍ତାରେ ଯାଉଥିବା ଏକ ହାଇୱା ଟ୍ରକ ସହିତ ବିପରୀତ ଦିଗରୁ ଏକ ହାଇୱା ଧକ୍କା ଦେବାରୁ ଗାଡି କ୍ଷତିଗ୍ରସ୍ତ ହୋଇଥିବା ବେଳେ କେହି ଆହତ ହୋଇ ନାହାନ୍ତି।

୮୨ ବର୍ଷ ପରେ ଅକ୍ଷୟ ତୃତୀୟାରେ ଗ୍ରହଙ୍କ ଶୁଭ ସଂଯୋଗ: ଏହି ରାଶି କିଣିବେ ନୂଆ ଘର,ଗାଡି ହେବେ ମାଲାମାଲ୍‌, ରହିବନି ଚିନ୍ତା

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories