www.samajalive.in
Sunday, December 14, 2025
23.1 C
Bhubaneswar

ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ସମାଜ ଡିଜିଟାଲ ଡେସ୍କ: ଛତିଶଗଡ଼ର ସୁକମା ଜିଲାରେ ୨୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀମାନେ ଜିଲା ପୁଲିସ ନିକଟରେ ଆତ୍ମସମର୍ପଣ କରିବା ପରେ ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବାକୁ ପଦକ୍ଷେପ ନିଆଯିବ ବୋଲି ଏସପି କହିଛନ୍ତି।

ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୯ ଜଣ ମହିଳା ରହିଛନ୍ତି। ଏମାନଙ୍କ ମଧ୍ୟରୁ ୧୨ ଜଣଙ୍କ ମୁଣ୍ଡ ଉପରେ ଛତିଶଗଡ଼ ସରକାର ୪୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ଆଦିବାସୀମାନଙ୍କ ଉପରେ ମାଓବାଦୀ ସଂଗଠନ ପକ୍ଷରୁ ଅତ୍ୟାଚାର କରାଯାଉଥିବା ଅଭିଯୋଗ କରି ଏହି ମାଓବାଦୀମା​‌ନେ ସଂଗଠନ ଛାଡ଼ିଥିବା କହିଛନ୍ତି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories