www.samajalive.in
Sunday, December 14, 2025
23.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଛତିଶଗଡ଼ର ସୁକମା ଜିଲାରେ ୨୨ ମାଓବାଦୀଙ୍କ ଆତ୍ମସମର୍ପଣ.. ଆଦିବାସୀଙ୍କ ଉପରେ ମାଓବାଦୀ ସଂଗଠନ ଅତ୍ୟାଚାର କରୁଥିବା ଦର୍ଶାଇ ଆତ୍ମସମର୍ପଣ କଲେ..

ଭଗବଦ ଗୀତା ଏବଂ ଭରତ ମୁନିଙ୍କ ନାଟ୍ୟଶାସ୍ତ୍ର ୟୁନେସ୍କୋର ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସାମିଲ.. ଭାରତ ପାଇଁ ଗର୍ବର ବିଷୟ ବୋଲି କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

- Advertisement -

ଖୁବଶୀଘ୍ର ହିତାଧିକାରୀଙ୍କୁ ବଣ୍ଟନ ହେବ ନୂଆ ତଥା ରଙ୍ଗୀନ ରାସନ କାର୍ଡ.. ନୂଆ ରାସନ କାର୍ଡ ପାଇଁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ.. ଏପ୍ରିଲ ୨୨ ସୁଦ୍ଧା ରାସନ କାର୍ଡ ପ୍ରସ୍ତୁତ କରିବାକୁ ସରକାରଙ୍କ ନିର୍ଦ୍ଦେଶ..

ଟ୍ୱିନ୍‌ସିଟିସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା.. ଆହୁରି ୨ ଦିନ କାଳବୈଶାଖୀ ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ.. ଖୋର୍ଦ୍ଧା, କଟକ ଓ ଢେଙ୍କାନାଳ ଜିଲାକୁ ସତର୍କ ସୂଚନା ଜାରି..

ବଲିଉଡ଼ ଅଭିନେତା ସନି ଦେଓଲ ଓ ରଣଦୀପ ହୁଡ୍ଡାଙ୍କ ବିରୋଧରେ ଥାନାରେ ମାମଲା.. ନିକଟରେ ମୁକ୍ତିଲାଭ କରିଥିବା ‘ଜାଟ୍‌’ ଚଳଚ୍ଚିତ୍ରରେ ରଣଦୀପ ହୁଡ୍ଡା ଯୀଶୁ ଖ୍ରୀଷ୍ଟ ଏବଂ ଖ୍ରୀଷ୍ଟିଆନ୍‌ ଧର୍ମରେ ବ୍ୟବହୃତ ପବିତ୍ର ଜିନିଷଗୁଡ଼ିକର ଅସମ୍ମାନ କରିଥିବା ଅଭିଯୋଗରେ ପଞ୍ଜାବର ଜଲନ୍ଧର ସଦର ଥାନାରେ ଉଭୟ ଅଭିନେତାଙ୍କ ନାଁରେ ଏତଲା..

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories