www.samajalive.in
Sunday, December 14, 2025
15.1 C
Bhubaneswar

ଚନ୍ଦନଯାତ୍ରାରେ ବାଣ ମନା

ଭୁବନେଶ୍ୱର: ପୁରୀ ଚନ୍ଦନ ଯାତ୍ରାରେ ବାଣ ଫୁଟାଇବା ମନା ବୋଲି ଛତିଶା ନିଯୋଗ ନିଷ୍ପତ୍ତି ନିଆଯାଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ଯେ ପୁରୀ ଚନ୍ଦନ ଯାତ୍ରାରେ ଏଥର ବାଣ ବ୍ୟବହାର ହୋଇପାରିବ ନାହିଁ। ଭକ୍ତ ଓ ସେବାୟତଙ୍କ ପାଇଁ ଇନସ୍ୟୁରାନ୍ସ ବ୍ୟବସ୍ଥା ରହିବ। ଚନ୍ଦନ ଯାତ୍ରା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗରେ ଅନୁମୋଦନ ଲାଭ କରିଛି। ନରେନ୍ଦ୍ର ପୁଷ୍କରିଣୀ ବାହାରେ ୨ଟି ଫାଷ୍ଟଏଡ୍‌‌ ସେଣ୍ଟର ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରକାଶ କରିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories