www.samajalive.in
Sunday, December 14, 2025
19.1 C
Bhubaneswar

ବଜ୍ରାଘାତରେ ୭ ଗୋରୁ ମୃତ

କାମାକ୍ଷାନଗର: ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ସୋଗର ଗ୍ରାମରେ ବଜ୍ରାପାତ ଘଟି ୭ଟି ଗୋରୁଙ୍କ ମୃତ୍ୟୁ ହୋଇଛି। ଗ୍ରାମର ଧୀରେନ୍ଦ୍ର କାଣ୍ଡି, ମାର୍କଣ୍ଡ ଦେହୁରୀ, ଜଟିଆ ଦେହୁରୀ ଓ ତ୍ରିଲୋଚନ ବାରିକଙ୍କ ଗୋରୁଗୁଡିକ ଗ୍ରାମ ପାଖ ପଡିଆରେ ଚରୁଥିବା ବେଳେ ବର୍ଷାପବନ ଘଡଘଡି ମାରିବାରୁ ଏକ ଗଛ ମୁଳେ ଆଶ୍ରୟ ନେଉଥିଲେ। ଏହ ସମୟରେ ବଜ୍ରାପାତ ଘଟିବାରୁ ଘଟଣାସ୍ଥଳରେ ସମସ୍ତ ୭ଟି ଯାକ ଗୋରୁଙ୍କ ମୃତ୍ୟୁ ହୋଇଛି। ତେବେ ଗୋରୁ ମୃତ୍ୟୁକୁ ନେଇ ଭାଙ୍ଗି ପଡିଛନ୍ତି ଗ୍ରାମର ୪ ଗୋଟି ପରିବାର। ତୁରନ୍ତ କ୍ଷତିଗ୍ରସ୍ତ ପରିବାର ଲୋକଙ୍କୁ ସରକାରୀ ସହାୟତା ଯୋଗେଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories