www.samajalive.in
Saturday, December 6, 2025
23.1 C
Bhubaneswar

ଟାଟା ମ୍ୟାଜିକ ଗାଡି ଧକ୍କାରେ ବାଇକ ଅରୋହି ଗୁରୁତର 

ପାଟଣା : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କେନ୍ଦେଇପଶି ପାଟଣା ରାସ୍ତାର କେନ୍ଦୁଆପଡା କାନଝରି ପୋଲ ନିକଟରେ ଶୁକ୍ରବାର ଏକ ଟାଟା ମ୍ୟାଜିକ ବାଇକ ଅରୋହିଙ୍କୁ ଧକ୍କା ଦେବା ଫଳରେ ବାଇକ ଆରୋହି ଜଣଙ୍କ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଛି । ବାଇକ ଆରୋହିଙ୍କ ପରିଚୟ ମିଳି ନଥିବା ବେଳେ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories