www.samajalive.in
Sunday, December 14, 2025
26.1 C
Bhubaneswar

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର 

କଣ୍ଟାବାଞ୍ଜି :  ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା।  ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବତ୍ତର୍ମାନ୍ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିନି। ମିଳିଥିବା ସୂଚନା ଅନୁଯାୟୀ ମତେରାୟପୁର ଆଡୁ ଗତି ପରିବର୍ତନ କରି ଆସୁଥିବା  ଦ୍ରୁତଗାମୀ ଏକପ୍ରେସ ଟ୍ରେନ ଯୁବକଙ୍କୁ ଧକ୍କା ଦେଇଥିବା ସନ୍ଦେହ କରାଯାଉଛି।  ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ଲାଗି କଣ୍ଟାବାଞ୍ଜି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories