www.samajalive.in
Saturday, December 13, 2025
26.1 C
Bhubaneswar

ଶନିଙ୍କ ରାଶିରେ ରାହୁଙ୍କ ଚଳନ ; ମେ’ରେ ଏହି ରାଶି ହେବେ ମାଲାମାଲ୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ରାହୁ ମୀନ ରାଶିରେ ବିରାଜମାନ ରହିଛନ୍ତି । ମେ’ ମାସରେ କୁମ୍ଭ ରାଶିରେ ଚଳନ କରିବେ । ରାହୁଙ୍କ ଶୁଭ ପ୍ରଭାବ କାରଣରୁ କିଛି ରାଶି ବ୍ୟକ୍ତିଙ୍କୁ ସଫଳତା ସହ ନୂଆ ନୂଆ ସୁଯୋଗ ମିଳିଥାଏ । ବର୍ତ୍ତମାନ ରାହୁ ମୀନ ରାଶିରେ ରହିଛନ୍ତି । ମେ’ରେ ଚଳନ କରିବେ । ଜ୍ୟୋତିଷ ଗଣନାନୁସାରେ ରାହୁଙ୍କ ଚଳନ ୧୮ ମେ’ ୨୦୨୫ରେ କୁମ୍ଭ ରାଶିରେ ପ୍ରବେଶ କରିବେ । ମାତ୍ର କିଛି ରାଶି ବ୍ୟକ୍ତି ବିଶେଷଙ୍କୁ ଗ୍ରହଙ୍କ ଏହି ଚଳନର ଅତ୍ୟନ୍ତ ଶୁଭଫଳ ମିଳିବ । ଜାଣନ୍ତୁ..

ମେଷ- ଆୟରେ ବୃଦ୍ଧି ହେବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ବ୍ୟବସାୟରେ ଖୁବ୍‌ ଲାଭ ମିଳିବ । ଦୀର୍ଘ ଦିନରୁ ଅଟକି ଥିବା କାମ ପୂରଣ ହେବ । ମାନସିକ ଶାନ୍ତି ମିଳିବ । ଆତ୍ମବିଶ୍ୱାସ ବୃଦ୍ଧି ହେବ ।

- Advertisement -

ବୃଷ- ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ଶୁଭଫଳ ମିଳିବ । ଯୋଜନା କରି ନୂଆ କାମ ଆରମ୍ଭ କରିବେ । କର୍ମକ୍ଷେତ୍ରରେ ଶୁଭଫଳ ମିଳିବ । କରଜରୁ ମୁକ୍ତି ମିଳିବ । ହଠାତ୍‌ ଧନ ପ୍ରାପ୍ତି ହେବ ।

ମିଥୁନ- ସକରାତ୍ମକ ଫଳ ମିଳିବ । ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଶୁଭଙ୍କର । ବିଦେଶ ଯାତ୍ରାର ଯୋଗ ରହିଛି । ନୂଆ ଜିନିଷ କିଣିବେ । ଧନ ଲାଭ ହେବ ।

କନ୍ୟା- ଜୀବନରେ ଥିବା ସମସ୍ୟା ଦୂର ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଆତ୍ମବିଶ୍ୱାସ ବୃଦ୍ଧି ହେବ । ପରିବାରରେ ହସଖୁସିର ବାତାବରଣ ରହିବ ।

ବିଛା- ଜୀବନରେ ଖୁସିର ଆଗମନ ହେବ । ସୁଖ-ସମୃଦ୍ଧି ବୃଦ୍ଧି ହେବ । ନୂଆ କାମ ଆରମ୍ଭ କରିବେ । ଧନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ ।

୮୨ ବର୍ଷ ପରେ ଅକ୍ଷୟ ତୃତୀୟାରେ ଗ୍ରହଙ୍କ ଶୁଭ ସଂଯୋଗ: ଏହି ରାଶି କିଣିବେ ନୂଆ ଘର,ଗାଡି ହେବେ ମାଲାମାଲ୍‌, ରହିବନି ଚିନ୍ତା

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories