www.samajalive.in
Saturday, December 6, 2025
26.1 C
Bhubaneswar

ଆସାମରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଆସାମର ନାଗାଓଁରେ ଶନିବାର ସକାଳ ୭ଟା ୩୮ ମିନିଟ୍‌ରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୨.୯ ରେକର୍ଡ କରାଯାଇଛି । ଭୂକମ୍ପର ପ୍ରଭାବ ନାଗାଓଁ ସହ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ଅନୁଭୂତ ହୋଇଛି । ତୀବ୍ରତା କମ୍‌ ଥିବା କାରଣରୁ କୌଣସି ଧନ ଜୀବନ ନଷ୍ଟ ହୋଇନଥିବା ଜଣାପଡିଛି । ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ ।

ଶନିଙ୍କ ରାଶିରେ ରାହୁଙ୍କ ଚଳନ ; ମେ’ରେ ଏହି ରାଶି ହେବେ ମାଲାମାଲ୍‌

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories