www.samajalive.in
Friday, December 5, 2025
20.1 C
Bhubaneswar

ଦେଖନ୍ତୁ ଛାତିଥରା ଭିଡିଓ ; ସାଙ୍ଗଙ୍କ ସହ ରାଫ୍ଟିଂ ପାଇଁ ଯାଇ ଋଷିକେଶ ନଦୀରେ ଭାସି ଯାଇ ଚାଲିଗଲା ଜୀବନ, ଜୀବନ ରକ୍ଷା କରିବାକୁ କରୁଥିଲେ ସଂଘର୍ଷ

ନୂଆଦିଲ୍ଲୀ : ଋଷିକେଶରେ ନଦୀରେ ରାଫ୍ଟିଂର ମଜା ନେବାକୁ ଯାଇଥିବା ଯୁବକ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି। ଭିଡିଓରେ ଦେଖିପାରିବେ, ଡଙ୍ଗାରେ କିଛି ଯୁବକ ଯାଉଥିବା ବେଳେ ହଠାତ୍‌ ପାଣିର ପ୍ରଖର ସ୍ରୋତରେ ଡଙ୍ଗା ଓଲଟି ପଡିବାରୁ ଯୁବକ ନଦୀକୁ ଖସି ପଡିଥିଲେ।

- Advertisement -

ପାଣିରେ ପଡିବା ପରେ ଜୀବନ ରକ୍ଷା କରିବାକୁ ଅନେକ ସମୟ ଧରି ସେ ସଂଘର୍ଷ କରୁଥିବା ମଧ୍ୟ ଦେଖାଯାଉଛି। ମୃତକ ଡେରାଡୁନ୍‌ର ବାସିନ୍ଦା ବୋଲି କୁହାଯାଉଛି। ନିଜ ସାଙ୍ଗମାନଙ୍କ ସହ ରାଫ୍ଟିଂ କରିବାକୁ ଆସିଥିଲେ। ଉଦ୍ଧାରକାରୀ ଦଳ ତୁରନ୍ତ ପହଞ୍ଚିଥିଲେ। ମାତ୍ର ଯୁବକଙ୍କ ଜୀବନ ରକ୍ଷା କରାଯାଇ ପାରିନଥିଲା । ଭିଡିଓ ଦେଖିବା ପରେ ଲୋକେ ଦୁଃଖ ପ୍ରକାଶ କରିବା ସହ ଏଭଳି ଜୀବନକୁ ବିପଦରେ ନ ପକାଇବାକୁ ମତ ଦେଇଛନ୍ତି।

ଶନିଙ୍କ ରାଶିରେ ରାହୁଙ୍କ ଚଳନ ; ମେ’ରେ ଏହି ରାଶି ହେବେ ମାଲାମାଲ୍‌

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories