www.samajalive.in
Saturday, December 6, 2025
19.1 C
Bhubaneswar

ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା

ନବରଙ୍ଗପୁର : ନବରଙ୍ଗପୁର ଜିଲାରେ ମାଓବାଦୀମାନେ ଜଣଙ୍କୁ ଘରୁ ଡାକି ନେଇ ହତ୍ୟା କରିଛନ୍ତି। ପୁଲିସ ଇନଫର୍ମର ସନ୍ଦେହରେ ତାଙ୍କୁ ହତ୍ୟା କରାଯାଇଥିବାର ସୂଚନା ମିଳିଛି। ତାଙ୍କ ମୃତଦେହ ଗାଁ ମୁଣ୍ଡରୁ ଉଦ୍ଧାର କରାଯାଇଥିଲା। ମାଓବାଦୀମାନେ ମୃତଦେହ ନିକଟରେ ଏକ ହାତଲେଖା ଚିଠି ମଧ୍ୟ ଛାଡି ଯାଇଥିବାର ଦେଖିବାକୁ ମିଳିଥିଲା। ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

 

- Advertisement -

 

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories