www.samajalive.in
Monday, December 8, 2025
27.1 C
Bhubaneswar

ବିଭତ୍ସ ହତ୍ୟାକାଣ୍ଡ, ସ୍ତ୍ରୀ ଆଗରେ ସ୍ୱାମୀଙ୍କୁ ଗୁଳି

ଢେଙ୍କାନାଳ: ସ୍ତ୍ରୀ ସାମ୍ନାରେ  ଗୁଳି ମାରିବା ପରେ ସ୍ୱାମୀଙ୍କୁ ଗୋଡ଼େଇ ଗୋଡ଼େଇ ପଥରରେ ଛେଚି ହତ୍ୟା କରାଯାଇଥିବା ସୂଚନା ମିଳିଛି। ବିଳମ୍ବିତ ରାତିରେ ଢେଙ୍କାନାଳ କାରିଗର ସାହିରେ ଏହି ହତ୍ୟାକାଣ୍ଡ ଘଟିଛି। ମହେଶ୍ୱର ବେହେରା ଓରଫ ଟିଟନ ବୋଲି ଜଣାପଡ଼ିଛି। ଢେଙ୍କାନାଳ କାରିଗର ସାହିର ଟିଟନଙ୍କୁ ସ୍ତ୍ରୀ ସାମ୍ନାରେ ପ୍ରଥମେ ଗୁଳି ମାରିଥିଲେ ଏବଂ ଏହାପରେ ତାଙ୍କୁ ଗୋଡ଼େଇ ଗୋଡ଼େଇ ପଥରରେ ଛେଚି ଅତି ବିଭତ୍ସ ଭାବେ ହତ୍ୟା କରିଥିବା ଜଣାପଡ଼ିଛି। ଢେଙ୍କାନାଳ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories