www.samajalive.in
Monday, December 8, 2025
13.1 C
Bhubaneswar

ନିପାତ ହେଲେ ୬ ମାଓବାଦୀ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ଝାଡ଼ଖଣ୍ଡ: ବୋକୋରୋ ଜିଲାରେ ବଡ଼ ଧରଣର ଏନକାଉଣ୍ଟର ହୋଇଥିବା ସୂଚନା ମିଳିଛି। ଝାଡ଼ଖଣ୍ଡ ବୋକାରୋ ଜିଲାର ଲଲ୍‌‌ ପାନିଆ ଅଞ୍ଚଳ ଲୁଗୁ ପାହାଡ଼ରେ ଯବାନ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଯବାନଙ୍କ ଏନକାଉଣ୍ଟରେ ୬ଜଣ ମାଓବାଦୀଙ୍କ ନିହତ ହୋଇଛନ୍ତି। ମାଓବାଦୀଙ୍କ ଠାରୁ ଏସଏଲଆର, ୨ଟି ଇନସାସ ରାଇଫଲ,ପିସ୍ତଲ ସହ ବିପୁଳ ଅସ୍ତ୍ରଶସ୍ତ୍ର ଜବତ ହୋଇଛି ଏବଂ ସର୍ଚ୍ଚ ଅପରେସନ ଜାରି ରହିଥିବା ସୂଚନା ମିଳିଛି।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories