www.samajalive.in
Monday, December 15, 2025
16.1 C
Bhubaneswar

ଶ୍ରୀମନ୍ଦିରରେ ରକ୍ତଛିଟା, ମହାପ୍ରଭୁଙ୍କ ହେଲା ମହାସ୍ନାନ

ପୁରୀ : ମହାପ୍ରଭୁଙ୍କ ମହାସ୍ନାନ। ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ ମହାସ୍ନାନ ହୋଇଛି। ସକାଳେ ଶ୍ରୀବିଗ୍ରହଙ୍କ ଅବକାଶ ନୀତି ପରେ ବେଶ ହେଉଥିବାବେଳେ ଭିତରକାଠ ନିକଟରେ ଜଣେ ବ୍ୟକ୍ତିଙ୍କ ଗୋଡରେ କାଚ ପଶି ଯାଇଥିଲା। ଫଳରେ ତାଙ୍କ ଗୋଡରେ ଗଭୀର କ୍ଷତ ସୃଷ୍ଟି ହେବା ସହ ରକ୍ତସ୍ରାବ ହୋଇଥିଲା। ଏଣୁ ବିଧି ମୁତାବକ ମହାପ୍ରଭୁଙ୍କର ମହାସ୍ନାନ କରାଯାଇଥିଲା। ଏହି ସମୟରେ କିଛି ସମୟ ପାଇଁ ମହାପ୍ରଭୁଙ୍କର ଦର୍ଶନ ବନ୍ଦ ରହିଥିଲା। ମହାସ୍ନାନ ହେବା ପରେ ପୁର୍ନବାର ଦର୍ଶନ ସ୍ଵାଭାବିକ ହୋଇଥିଲା।  ଆଜି ବୈଶାଖ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories