www.samajalive.in
Sunday, December 14, 2025
23.1 C
Bhubaneswar

ଲୁଟ୍‌ ପାଇଁ ଆସି ବୋମା ଫିଙ୍ଗିଲେ, ହାଣିଲେ

ଭବାନୀପାଟଣା : ଭବାନୀପାଟଣାରୁ ସୋମବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଟାଉନ ଥାନା ମୁଖ୍ୟ ସହର ମହାବୀର ପଡିଆ ନିକଟରେ ବୋମାମାଡ କରିବା ସହ ହାଣି ଲୁଟ୍‌ ହୋଇଛି। ବାଇକ୍‌ରେ ୩ ଲକ୍ଷ ନେଇ ଯିବା ବେଳେ ଦୁର୍ବୃତ୍ତ ଲୁଟ୍‌ ଉଦ୍ୟମ କରିଛନ୍ତି। ୩ ଲୁଟେରାଙ୍କ ମଧ୍ୟରୁ ଜଣଙ୍କୁ ଧରି ସ୍ଥାନୀୟଲୋକେ ପୁଲିସ ଜିମା ଦେଇଛନ୍ତି। ଗୁରୁତର ବ୍ୟକ୍ତିଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ବୃହସ୍ପତି ଚଳନ : ଏହି ରାଶି ହେବେ ମାଲାମାଲ୍‌, ଜାଣନ୍ତୁ କାହାର ହେବ ବିବାହ, କାହାର ରହିବନି ଚିନ୍ତା

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories