www.samajalive.in
Saturday, December 13, 2025
27.1 C
Bhubaneswar

ସାଢେ ୨ଟାରେ ଝାରସୁଗୁଡା ୪୪.୮ ଡିଗ୍ରୀ, ରୌଦ୍ରତାପଜନିତ କାରଣରୁ ୪୯ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର : ଅସହ୍ୟ ତାତି । ଛଟପଟ୍‌ ରାଜ୍ୟବାସୀ । ରୌଦ୍ରତାପଜନିତ ଅସୁସ୍ଥତା ମଧ୍ୟ ବୃଦ୍ଧି ପାଉଛି । ବର୍ତ୍ତମାନ ସୁଦ୍ଧା ୪୯ ଜଣଙ୍କୁ ରୌଦ୍ରତାପଜନିତ କାରଣରୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିିକିତ୍ସା କରାଯାଉଛି। ସମ୍ବଲପୁରରୁ ସର୍ବାଧିକ ୪୦ ଜଣ ଅସୁସ୍ଥ ଥିବା ସୂଚନା ମିଳିଛି । ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା.ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି ।
ସୋମବାର ସାଢେ ୨ଟାରେ ଝାରସୁଗୁଡା ୪୪.୮ ଡିଗ୍ରୀ, ସମ୍ବଲପୁର ୪୨.୬, ହୀରାକୁଦ ୪୧.୮, ରାଉରକେଲା ୪୧.୨, କେନ୍ଦୁଝର ୩୭.୮, ଚାନ୍ଦବାଲି ୩୭.୬, ବାଲେଶ୍ୱର ୩୬.୨, ଭୁବନେଶ୍ୱର ୩୫.୨ ଡିଗ୍ରୀ ରେକର୍ଡ କରାଯାଇଛି ।

ବୃହସ୍ପତି ଚଳନ : ଏହି ରାଶି ହେବେ ମାଲାମାଲ୍‌, ଜାଣନ୍ତୁ କାହାର ହେବ ବିବାହ, କାହାର ରହିବନି ଚିନ୍ତା

କେହି ବ୍ୟବହାର କରୁଛି କି ଆପଣଙ୍କ ଆଧାରକାର୍ଡ, ଏମିତି ଚୁଟ୍‌କିରେ ଜାଣି ପାରିବେ..

- Advertisement -

ବଡ ଝଟକା ; ପୁଣି ବଢିଲା ସୁନା ଦାମ୍‌, ଜାଣନ୍ତୁ କେତେ

ଦେଖନ୍ତୁ ଭିଡିଓ ; ନଦୀ ମଝିରେ ସେଲ୍‌ଫି ନେଉଥିଲେ ଯୁବକ, ଆଉ ତା’ପରେ..

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories