www.samajalive.in
Saturday, December 6, 2025
26.1 C
Bhubaneswar

କଲେଜ ଛାତ୍ରଙ୍କ ସନ୍ଦେହ ଜନକ ମୃତ୍ୟୁ, ତଦନ୍ତ ଆରମ୍ଭ

କେନ୍ଦୁଝର: ଘରୋଇ ଆବାସିକ କଲେଜର ଜଣେ ଛାତ୍ରଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ରାତିରେ ରୁମ ବାହାରେ ଶୋଇଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। କେନ୍ଦୁଝର ଟାଉନଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ଟାଉନ ଥାନା ପୁଲିସର ମୃତଦେହ ଜବତ ପରେ ତଦନ୍ତ ଆରମ୍ଭ କରିଛି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories