www.samajalive.in
Monday, December 8, 2025
17.1 C
Bhubaneswar

ରତ୍ନଚିରା ନଦୀରୁ ଅଜଗର ଉଦ୍ଧାର

ପିପିଲି : ପିପିଲି ବ୍ଲକ ଅନ୍ତର୍ଗତ ସାତଶଙ୍ଖ ବଜାର ନିକଟ ରତ୍ନଚିରା ନଦୀରୁ ମଙ୍ଗଳବାର ସକାଳେ ଏକ ବିଶାଳକାୟ ସାଢେ ୯ ଫୁଟ ଲମ୍ବ ଅଜଗର ସାପ ଉଦ୍ଧାର ହୋଇଛି। ଲୋକେ ସକାଳେ ମାଛ ଧରୁଥିବାବେଳେ ସାପଟି ମାଛ ଜାଲରେ ଗୁଡ଼ାଇ ହୋଇ ରହିଯାଇଥିଲା। ଏହାକୁ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇଥିଲେ। ଖବର ପାଇ ସ୍ନେକ ହେଲ୍ପ ଲାଇନ ସଦସ୍ୟ ସୁଶାନ୍ତ କୁମାର ବେହେରା ସେଠାରେ ପହଞ୍ଚି ଅଜଗର ସାପଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି। ସାପକୁ ଜନ ବସତିଠାରୁ ଦୂରରେ ସୁରକ୍ଷିତ ସ୍ଥାନରେ ଛଡ଼ାଯିବ ବୋଲି ସେ ସୂଚନା ଦେଇଛନ୍ତି। ଏହା ବର୍ମା ଅଜଗର ପ୍ରଜାତିର ହୋଇଥିବା ସୁଶାନ୍ତ କହିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories