www.samajalive.in
Tuesday, December 9, 2025
26.1 C
Bhubaneswar

ବିଦ୍ୟୁତ ଆଘାତରେ ମା’ପୁଅ ମୃତ

ଭବନୀପାଟଣା: ମଦନପୁର ରାମପୁର ଥାନା ଟୁର୍ଚ୍ଚି ଗାଁରେ ଅଭାବନୀୟ ଘଟଣା। ବିଦ୍ୟୁତ ଆଘାତରେ ମା’ ପୁଅଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କପଡ଼ା ଶୁଖାଉଥିବାବେଳେ ମା’ ପ୍ରଥମେ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ। ମା’କୁ ବଞ୍ଚାଇବାକୁ ଯାଇ ୩୦ବର୍ଷୀୟ ପୁଅର ବି ମୃତ୍ୟୁ ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ ସହ ତଦନ୍ତ ଆରମ୍ଭ କରିଛି।

Hot this week

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

Related Articles

Popular Categories