www.samajalive.in
Saturday, December 13, 2025
26.1 C
Bhubaneswar

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି: ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର। ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି। ଆଜି ବସ୍‌ ରୁ ଛିଟକି ପଡି ଜଣେ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories