www.samajalive.in
Saturday, December 6, 2025
26.1 C
Bhubaneswar

ଆଉ ହେବନି ବିଦ୍ୟୁତ୍ କାଟ୍

ଭୁବନେଶ୍ଵର: ବର୍ତ୍ତମାନ୍ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ସକାଳ ୧୦ଟା ନବାଜୁଣୁ ଘରୁ ବାହାରିବା ବି ମୁସ୍କିଲ ହୋଇପଡୁଛି। ଏହାରି ମଧ୍ୟରେ ୪୨.୬ ଡିଗ୍ରୀ ସହ ଝାରସୁଗୁଡା ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି।  ତେବେ ଏଭଳି ପରିସ୍ଥିତିରେ ଉପମୁଖ୍ୟମନ୍ତ୍ରୀ ଲୋକ ମାନଙ୍କୁ ଏକ ବଡ ଆଶ୍ଵସ୍ତି ଦେଇଛନ୍ତି। ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ୍ କାଟ୍ ନକରିବାକୁ ନିର୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ସେ କହିଛନ୍ତି ବକେୟା ବିଲ ପ୍ରଦାନ କରିନଥିଲେ ବି ବିଦ୍ୟୁତ୍ କାଟ୍ ହେବନି। କିନ୍ତୁ ଉପଭୋକ୍ତାଙ୍କୁ ବକେୟା ବିଲ୍ ପୈଠ କରିବାକୁ ପଡିବ।  କାଳବୈଶାଖୀରେ ବିଦ୍ୟୁତ୍ ସେବା ବ୍ୟାହତ ହୋଇଥିଲେ ଖୁବ୍ ଶୀଘ୍ର ତାହାର ସମାଧାନ କରାଯାଉଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories