www.samajalive.in
Wednesday, December 10, 2025
18.1 C
Bhubaneswar

ରାଜଧାନୀରୁ ଉଦ୍ଧାର ହେଲା ଅପହୃତ ଶିଶୁ; ସ୍କୁଲରୁ ଫେରିବା ବେଳେ ନେଇଯାଇଥିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ପୁଣି ଥରେ ରାଜଧାନୀ ଭୁବନେଶ୍ୱରୁ ଆଉ ଜଣେ ଶିଶୁ ଙ୍କୁ ଅପହରଣ ଉଦ୍ୟମ କରାଯାଇଥିବା ଖବର ମଙ୍ଗଳବାର ସାମ୍ନାକୁ ଆସିଛି । ୮ ବର୍ଷର ଶିଶୁକୁ ଅପହରଣ ପରେ କିଛି ଘଣ୍ଟା ଭିତରେ ଉଦ୍ଧାର କରାଯାଇଛି । ଏୟାରଫିଲ୍ଡ ଥାନା ପଞ୍ଚଗାଁ ନିକଟରୁ ପୁଲିସ ଅପହରଣ ଶିଶୁକୁ ଉଦ୍ଧାର କରିଛି । ମୁଣ୍ଡରେ ବନ୍ଧୁକ ଲଗାଇ କଳା କାର୍‌ରେ ଅପହରଣ କରାଯାଇଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଅପହର୍ତ୍ତାମାନେ ୨୦ ଲକ୍ଷ ଟଙ୍କା ମାଗିଥିଲେ । ୩ଟି ପୁଲିସ ଟିମ୍‌ର ତ୍ୱରିତ ପଦକ୍ଷେପ ଯୋଗୁଁ ପିଲାଟିକୁ ଉଦ୍ଧାର କରାଯାଇଛି । ସ୍କୁଲ୍‌ରୁ ଫେରିବା ବେଳେ ପିଲାଟିକୁ ଅପହରଣ କରାଯାଇଥିଲା ।
ସୂଚନା ଯୋଗ୍ୟ, ଗତ ଶନିବାର ବିଳମ୍ବିତ ରାତି ପ୍ରାୟ ୩ଟାରେ ରାଜଧାନୀ ରାମ ମନ୍ଦିର ନିକଟରୁ କିଛି ଦୁର୍ବୃତ୍ତ ଜଣେ ଦୃଷ୍ଟି ବାଧିତ ମହିଳାଙ୍କ କୋଳରୁ ପିଲା ଚୋରି କରି ନେଇଥିଲେ। ସମ୍ପୃକ୍ତ ମହିଳା ଜଣକ ଏ ନେଇ ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ।

 

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ଯୋଗ: ମେ’ ମାସରେ ଚମକିବ ଏହି ୫ ରାଶିଙ୍କ ଭାଗ୍ୟ, ହେବେ ମାଲାମାଲ୍‌, ବଢିବ ଦରମା, ବ୍ୟବସାୟ

- Advertisement -

ଭାଙ୍ଗିଲା ସବୁ ରେକର୍ଡ ; ଲକ୍ଷେ ପାର୍‌ ସୁନା ଦାମ୍‌

ଦେଖନ୍ତୁ ଛାତିଥରା ଭିଡିଓ ; ପାଣି ଭର୍ତ୍ତି ରାସ୍ତାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିଲା ଶିଶୁ, ଏମିତି ବଞ୍ଚିଲା ଜୀବନ

ଅଜବ ରେସ୍ତୋରାଁ ; ଏଠାରେ ମିଳେ ହାତୀ ଗୋବରରେ ପ୍ରସ୍ତୁତ ମିଠା, ଆଶ୍ଚର୍ଯ୍ୟ କରିବ ଦାମ୍‌

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories