www.samajalive.in
Sunday, December 14, 2025
26.1 C
Bhubaneswar

ଆଇଏଏସ୍‌ ଫଳ ପ୍ରକାଶିତ: ଶକ୍ତି ଦୁବେ ଟପ୍ପର, ୪୮ତମ ସ୍ଥାନରେ ଓଡ଼ିଆ ଝିଅ ରୀତିକା

ସମାଜ ଡିଜିଟାଲ ଡେସ୍କ: ସଂଘ ଲୋକ ସେବା ଆୟୋଗ(ୟୁପିଏସସି) ପକ୍ଷରୁ ମଙ୍ଗଳବାର ଭାରତୀୟ ପ୍ରଶାସନିକ ସେବା ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ସାକ୍ଷାତକାର ରାଉଣ୍ଡରେ ସାମିଲ ହୋଇଥିବା ସମସ୍ତ ପ୍ରାର୍ଥୀ ଆୟୋଗର ଅଫିସିଆଲ୍ ୱେବସାଇଟ upsc.gov.in ଏବଂ upsconline.gov.inକୁ ଯାଇ ନିଜ ରେଜଲ୍ଟ ଦେଖିପାରିବେ। ମୋଟ୍ ୧୦୦୯ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପାଇଁ ଚୟନ କରାଯାଇଛି। ଶକ୍ତି ଦୁବେ ଆଇଏଏସ୍‌-୨୦୨୪ର ଟପ୍ପର ହୋଇଛନ୍ତି। ସେହିପରି ଦ୍ଵିତୀୟ ସ୍ଥାନରେ ହର୍ଷିତା ଗୋୟଲ ଓ ତୃତୀୟରେ ରହିଛନ୍ତି ଡୋଙ୍ଗ୍‌ରେ ଅର୍ଚ୍ଚିତ ପରାଗ। ଓଡ଼ିଶାର ରୀତିକା ରଥ ୪୮ତମ ସ୍ଥାନରେ ରହିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories