www.samajalive.in
Wednesday, December 10, 2025
16.1 C
Bhubaneswar

ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି – ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର : ପ୍ରବଳ ଖରା ଓ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନେଇ ନିଷ୍ପତ୍ତି ଗ୍ରହଣ କରାଯିବ । ଏନେଇ ମଙ୍ଗଳବାର ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଆଗୁଆ ଗ୍ରୀଷ୍ମ ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ଯୋଗ: ମେ’ ମାସରେ ଚମକିବ ଏହି ୫ ରାଶିଙ୍କ ଭାଗ୍ୟ, ହେବେ ମାଲାମାଲ୍‌, ବଢିବ ଦରମା, ବ୍ୟବସାୟ

- Advertisement -

ପୂର୍ବରୁ ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ସକାଳୁଆ ସ୍କୁଲ ଅଛି । ଆବଶ୍ୟକ ପଡିଲେ, ଜିଲ୍ଲାପାଳ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ବନ୍ଦ ନିଷ୍ପତ୍ତି ନେଇପାରିବେ । ସାରା ଓଡିଶାରେ ଗ୍ରୀଷ୍ମ ପରିସ୍ଥିତି ପାଇଁ ଖୁବ୍‌ ଶୀଘ୍ର ସମୀକ୍ଷା କରାଯିବ । ଦିନେ ଦୁଇ ଦିନ ମଧ୍ୟରେ ଆଲୋଚନା ହୋଇ ନିର୍ଦ୍ଦେଶାବଳୀ ଜାରି କରାଯିବ । ଆଗକୁ ତାପମାତ୍ରା ଅଧିକ ବୃଦ୍ଧି ପାଇପାରେ, ଏହାକୁ ଦୃଷ୍ଟିରେ ରଖି ସରକାର ବ୍ୟବସ୍ଥା କରୁଛନ୍ତି । ଜିଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗକୁ ସ୍ୱତନ୍ତ୍ର ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

ଦେଖନ୍ତୁ ଭିଡିଓ ; ଏହି ଏଟିଏମରେ ସୁନା ଦେଲେ ମିଳେ ଟଙ୍କା

ଦେଖନ୍ତୁ ଛାତିଥରା ଭିଡିଓ ; ପାଣି ଭର୍ତ୍ତି ରାସ୍ତାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିଲା ଶିଶୁ, ଏମିତି ବଞ୍ଚିଲା ଜୀବନ

ଅଜବ ରେସ୍ତୋରାଁ ; ଏଠାରେ ମିଳେ ହାତୀ ଗୋବରରେ ପ୍ରସ୍ତୁତ ମିଠା, ଆଶ୍ଚର୍ଯ୍ୟ କରିବ ଦାମ୍‌

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories