www.samajalive.in
Friday, December 12, 2025
16.1 C
Bhubaneswar

ଏପ୍ରିଲ ୨୪ରେ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର : ଏପ୍ରିଲ ୨୪ରେ ରାଜ୍ୟବାସୀଙ୍କୁ ମିଳିବ ନୂଆ ରାସନ କାର୍ଡ । ପଞ୍ଚାୟତିରାଜ ଦିବସ ଅବସରରେ ରାଜ୍ୟରେ ସରକାର ନୂଆ ରାସନ କାର୍ଡ ବାଣ୍ଟିବେ । ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିବେ । ଏନେଇ ମଙ୍ଗଳବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ୨୪ ତାରିଖରେ ପ୍ରଥମ ଶୁଭାରମ୍ଭ ପରେ ରାଜ୍ୟରେ ପର୍ଯ୍ୟାୟକ୍ରମେ ୫ ଲକ୍ଷ ୯୦ ହଜାର ହିତାଧିକାରୀ ନୂଆ କାର୍ଡ ପାଇବେ । ଏହାସହ ଆହୁରି ୨୫ ଲକ୍ଷ ହିତାଧିକାରୀ ଇକେୱାଇସି କରି ନାହାଁନ୍ତି । ତେଣୁ ଯାଞ୍ଚ ପାଇଁ ଅଧିକାରୀଙ୍କୁ ଫିଲ୍ଡ ଭିଜିଟ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ଯୋଗ: ମେ’ ମାସରେ ଚମକିବ ଏହି ୫ ରାଶିଙ୍କ ଭାଗ୍ୟ, ହେବେ ମାଲାମାଲ୍‌, ବଢିବ ଦରମା, ବ୍ୟବସାୟ

- Advertisement -

ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି – ରାଜସ୍ୱ ମନ୍ତ୍ରୀ

ଦେଖନ୍ତୁ ଭିଡିଓ ; ଏହି ଏଟିଏମରେ ସୁନା ଦେଲେ ମିଳେ ଟଙ୍କା

ଦେଖନ୍ତୁ ଛାତିଥରା ଭିଡିଓ ; ପାଣି ଭର୍ତ୍ତି ରାସ୍ତାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିଲା ଶିଶୁ, ଏମିତି ବଞ୍ଚିଲା ଜୀବନ

ଅଜବ ରେସ୍ତୋରାଁ ; ଏଠାରେ ମିଳେ ହାତୀ ଗୋବରରେ ପ୍ରସ୍ତୁତ ମିଠା, ଆଶ୍ଚର୍ଯ୍ୟ କରିବ ଦାମ୍‌

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories