www.samajalive.in
Tuesday, December 9, 2025
16.1 C
Bhubaneswar

ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ନିନ୍ଦା

ଡେସ୍କ: କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତବାସୀଙ୍କୁ ପୂର୍ଣ୍ଣ ସମର୍ଥନ ଓ ଗଭୀର ସମବେଦନା ଜଣାଇଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ ଖବର ବୋଲି ରାଷ୍ଟ୍ରପତି ଟ୍ରମ୍ପ ଲେଖିଛନ୍ତି। ଆତଙ୍କବାଦ ବିରୋଧରେ ଆମେରିକା ଭାରତ ସହ ଦୃଢ଼ ଭାବେ ଛିଡ଼ା ହୋଇଛି। ସେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି। ହ୍ୱାଇଟ୍ ହାଉସ୍ ମୁଖପାତ୍ର କାରୋଲିନ୍ ଲିଭିଟ୍ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଏହି ଘଟଣା ସମ୍ପର୍କରେ ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକ୍ ୱାଲ୍ଟଜ ଅବଗତ କରିଛନ୍ତି।

Hot this week

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

Related Articles

Popular Categories