www.samajalive.in
Friday, December 5, 2025
27.1 C
Bhubaneswar

ନାଟକ ଦେଖିବା ହେଲା କାଳ: ଘରେ ପଶି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ 

କଳାପଥର : ବୈଦେଶ୍ଵର ଥାନା କଳାପଥର ପଂଚାୟତ ଲେମ୍ବେରୀ ଗାଁରେ ଅଭାବନୀୟ ଘଟଣା ଘଟିଛି।
ଲେମ୍ବେରୀ ଗାଁର ଭଗବାନ ସୁନ୍ଦରା ତାଙ୍କ ପରିବାର ସହିତ ରାତିରେ ଗାଁରେ ଚାଲିଥିବା ନାଟକ ଦେଖିବାକୁ ଯାଇଥିଲେ। ଘରେ କେହି ନଥିବାର ସୁଯୋଗ ନେଇ କିଛି ଦୁର୍ବୁତ୍ତ ଘର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସମେତ ୬୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏନେଇ ବୈଦେଶ୍ଵର ଥାନାରେ ଏକ ଏତଲା ଦିଆଯାଇଥିବା ବେଳେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଜାରି ରଖିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories