www.samajalive.in
Tuesday, December 9, 2025
16.1 C
Bhubaneswar

ଦିନ ୧ଟା ମୁଖ୍ୟ ଖବର

ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ ଅଞ୍ଚଳରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ୨୬ ମୃତ
ଘଟଣାକୁ ଆମେରିକା ରାଷ୍ଟ୍ରପତିଙ୍କ ସମେତ ବିଶ୍ୱ ନେତୃବୃନ୍ଦଙ୍କ ନିନ୍ଦା..

ଆତଙ୍କବାଦୀ ଆକ୍ରମଣ ଘଟଣାରେ ପ୍ରଧାନମନ୍ତ୍ରୀ ଓ ସ୍ଵରାଷ୍ଟ୍ରମନ୍ତ୍ରୀଙ୍କ ଦୁଃଖ ପ୍ରକାଶ..

- Advertisement -

ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡାକଡି, ଆକ୍ରମଣକାରୀଙ୍କୁ ଧରିବା ପାଇଁ ସୁରକ୍ଷା ବାହିନୀ ପକ୍ଷରୁ ତଲାସୀ ଅଭିଯାନ ଆରମ୍ଭ..

ମେ’ରେ ଶକ୍ତିଶାଳୀ ଯୋଗ : ଏହି ରାଶି ପାଇବେ ସବୁକିଛି, ହେବେ ମାଲାମାଲ୍‌, ବଢିବ ଦରମା, ମିଳିବ ଚାକିରି..

ଗସ୍ତ ଅଧାରୁ ସାଉଦି ଆରବରୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଆଜି ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ଘୋଷଣା କଲେ ରାଜ୍ୟ ସରକାର..

ପହଲଗାାମ୍ ହମଲା: ଆଜି ଦିଲ୍ଲୀରେ ବସିବ ସୁରକ୍ଷା ସମ୍ବନ୍ଧୀୟ କ୍ୟାବିନେଟ୍ କମିଟି ବୈଠକ..

ପହଲଗାମ୍ ହମ୍‌ଲା : ସନ୍ଧ୍ୟା ୬ଟାରେ ସିସିଏସ୍‌ ବୈଠକ, ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବସିବ ଗୁରୁତ୍ଵପୂର୍ଣ୍ଣ ବୈଠକ..

ଲୋକେ ଚିତ୍କାର କରୁଥିଲେ, ଆତଙ୍କୀ ଗୁଳି ଚାଳନା କରୁଥିଲେ, ପ୍ରତ୍ୟକ୍ଷଦର୍ଶୀ କହିଲେ ପହଲଗାମ୍‌ର ଛାତିଥରା ଘଟଣା

ସୁରକ୍ଷା ସମ୍ବନ୍ଧୀୟ କ୍ୟାବିନେଟ୍ ବୈଠକ ଡକାଇଛନ୍ତି ପିଏମ୍ , ହମଲା ବିରୋଧରେ ନିଆଯାଇପାରେ କଠୋର ପଦକ୍ଷେପ..

ଜମ୍ମୁ କାଶ୍ମୀର ବାରମୁଲାରେ ସେନା-ଆତଙ୍କୀ ଗୁଳି ବିନିମୟ: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ..

ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କଲେ ସୁରକ୍ଷାକର୍ମୀ , ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଜବତ..

ସୀମାନ୍ତରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ୍ ଜୋରଦାର..

ପହଲଗାମ୍ ହମ୍‌ଲା ପରେ କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ, ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ..

ଏୟାର ଇଣ୍ଡିଆ ପକ୍ଷରୁ ସ୍ଵତନ୍ତ୍ର ବିମାନ ବ୍ୟବସ୍ଥା..

ଆଶ୍ୱସ୍ତି ; କମିଲା ସୁନା ଦାମ୍‌

ପହଲଗାମ୍‌ରେ ପହଞ୍ଚିଲେ ଗୃହମନ୍ତ୍ରୀ ଅମିତ୍ ଶାହା, ସ୍ଵତନ୍ତ୍ର ବିମାନରେ ଯାଇ ଆକ୍ରମଣ ସ୍ଥଳରେ ପହଞ୍ଚିଲେ..

ଜମ୍ମୁ କାଶ୍ମୀର ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଘୋଷଣା: ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷର ସହାୟତା ଘୋଷଣା..

ପହଲଗାମ୍ ଆକ୍ରମଣକାରୀ ଆତଙ୍କବାଦୀଙ୍କ ଆସିଲା ସ୍କେଚ୍‌..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories