www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟ କ୍ୟାବିନେଟ ବୈଠକରେ ୬ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ବୁଧବାର ରାଜ୍ୟ କ୍ୟାବିନେଟର ଏକ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ବୈଠକରେ ମୋଟ ୫ଟି ବିଭାଗର ୬ଟି ପ୍ରସ୍ତାବ ଆଗତ କରାଯାଇଥିଲା। ସମସ୍ତ ପ୍ରସ୍ତାବ ଆଲୋଚନା ପରେ ଅନୁମୋଦନ କରାଯାଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories