www.samajalive.in
Sunday, December 14, 2025
19.1 C
Bhubaneswar

ଗୌତମ ଗାମ୍ଭୀରଙ୍କୁ ଆଇଏସଆଇଏସର ହତ୍ୟା ଧମକ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ତଥା ବିଜେପିର ପୂର୍ବତନ ସାଂସଦ ଗୌତମ ଗାମ୍ଭୀରଙ୍କୁ ହତ୍ୟା ଧମକ ମିଳିଛି। ଆଇଏସଆଇଏସ କାଶ୍ମୀର ସଂଗଠନ ପକ୍ଷରୁ ଏହି ଧମକ ଦିଆଯାଇଛି। ଧମକ ମିଳିବା ପରେ ଗାମ୍ଭୀର ଏ ସମ୍ପର୍କରେ ଦିଲ୍ଲୀ ପୁଲିସ ନିକଟରେ ଅଭିଯୋଗ କରିବା ସହିତ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବାକୁ ଅନୁରୋଧ କରିଛନ୍ତି।

ଗତ ୨୨ ତାରିଖରେ ଗାମ୍ଭୀରଙ୍କୁ ୨ଟି ଧମକପୂର୍ଣ୍ଣ ମେଲ୍ ମିଳିଛି। ମୁଁ ତୁମକୁ ହତ୍ୟା କରିବି ବୋଲି ଉଭୟ ମେଲ୍‌ରେ ଧମକ ଦିଆଯାଇଛି। ପୂର୍ବରୁ ମଧ୍ୟ ୨୦୨୧ ନଭେମ୍ବରରେ ଗାମ୍ଭୀରଙ୍କୁ ଅନୁରୂପ ଧମକପୂର୍ଣ୍ଣ ମେଲ୍‌ ମିଳିଥିଲା।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories