www.samajalive.in
Sunday, December 14, 2025
16.1 C
Bhubaneswar

ପହଲଗାମ୍ ଆତଙ୍କୀ ହମଲା ପରେ ସଜାଗ ରାଜ୍ୟ ସରକାର: ଆଇନମନ୍ତ୍ରୀ

ଭୁବନେଶ୍ଵର : ପହଲଗାମ୍ ଆତଙ୍କୀ ହମଲା ସାରା ବିଶ୍ଵକୁ ଦୋହଲାଇଦେଇଛି। ସବୁଠି ଏହି ଘଟଣାକୁ ନିନ୍ଦା କରାଯାଉଛି। ଏହାରି ଭିତରେ ଆତଙ୍କୀ ହମଲା ପରେ ପୁରା ସଜାଗ ଅଛନ୍ତି ରାଜ୍ୟ ସରକାର। ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ  ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଘଟଣାକୁ ନେଇ ଉଚ୍ଚସ୍ତରୀୟ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ରହିଥିବା ଅନୁପ୍ରବେଶକାରୀଙ୍କ ଉପରେ ତୀକ୍ଷ୍ମ ନଜର ରଖାଯାଇଛି। ସବୁ ପରିସ୍ଥିତିକୁ ମୁକାବିଲା ପାଇଁ ନିର୍ଦେଶ ଦିଆଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories