www.samajalive.in
Saturday, December 13, 2025
26.1 C
Bhubaneswar

ପୋଖରୀରେ ବୁଡି ୨ ଭଉଣୀ ମୃତ

ବାସୁଦେବପୁର: କାଶିଆ ସାମୁଦ୍ରିକ ଥାନା ସାନକୃଷ୍ଣ ଡିହସହି ଗାଁରେ ଗୁରୁବାର ଅଘଟଣ ଘଟିଛି। ପୋଖରୀରେ ବୁଡି ଦୁଇ ଶିଶୁ କନ୍ୟାର ମୃତ୍ୟୁ ଘଟିଛି। ମୃତକ ବସନ୍ତ ମଳିକଙ୍କ ଝିଅ କ୍ରୀଷ୍ଣା ଓ କୋଏଲ। ଉଭୟଙ୍କ ବୟସ ୫ ରୁ ୭ ବର୍ଷ ମଧ୍ୟରେ ହେବ। ଘର ପାଖରେ ଦୁଇ ଜଣ ଖେଳୁଥିବା ବେଳେ ପାଖରେ ଥିବା ପୋଖରୀରେ ପଡି ଯାଇଥିଲେ। ପରିବାର ପକ୍ଷରୁ ବହୁ ଖୋଜାଖୋଜି ପରେ ପୋଖରୀରୁ ଉଦ୍ଧାର କରି ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ଦୁଇ ଜଣକୁ ମୃତ ଘୋଷଣା କରିଥିଲେ। ଦୁଇ ଭଉଣୀଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

‘ହେ ଭଗବାନ ଆମକୁ ରକ୍ଷା କର’; ଦେଖନ୍ତୁ ପହଲଗାମ୍‌ ଆକ୍ରମଣ ସମୟର ଆଉ ଏକ ଛାତିଥରା ଭିଡିଓ

ଅକ୍ଷୟ ତୃତୀୟାରେ ଶନି-ଗୁରୁ ଚଳନ: ଏହି ରାଶିଙ୍କୁ କରିବେ ଧନୀ, ମିଳିବ ଚାକିରି,ବଢିବ ଦରମା..

- Advertisement -

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories