www.samajalive.in
Tuesday, December 9, 2025
16.1 C
Bhubaneswar

ତାଳସାରି ବେଳାଭୂମି ମହୋତ୍ସବକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୋଗରାଇ : ତାଳସାରି ବେଳାଭୂମି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ୪୦୦କୋଟି ଟଙ୍କାର ୪୦ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପାନ୍ତେଇ ଠାରେ ୨୪୦ କୋଟି ଟଙ୍କାର ପମ୍ପେଇ ବ୍ରିଜର ଶିଳାନ୍ୟାସ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଳସାରିର ବିକାଶ ପାଇଁ ମୋଟ ୭ଶହ କୋଟିର ଅନୁଦାନ ଘୋଷଣା କରିଛନ୍ତି। ଏବେ ୪ଶହ କୋଟି ଓ ପରେ ୩ଶହ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ପର୍ଯ୍ୟଟନ ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories