www.samajalive.in
Monday, December 8, 2025
24.1 C
Bhubaneswar

ଏଲଓସିରେ ପାକିସ୍ତାନୀ ସେନାର ଗୁଳିମାଡ଼, ଭାରତର ଦୃଢ଼ ଜବାବ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗିରହିଥିବା ବେଳେ ପାକ୍‌ ସେନା ପକ୍ଷରୁ ନିୟନ୍ତ୍ରଣ ରେଖା(ଏଲଓସି) ନିକଟରେ ଗୁଳିମାଡ଼ କରାଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ବିଭିନ୍ନ ସେକ୍ଟରର ଏଲଓସି ନିକଟବର୍ତ୍ତୀ ଅଞ୍ଚଳରେ ଏହି ଗୁଳିମାଡ଼ କରାଯାଇଥିବା ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦେଶ ମଧ୍ୟରେ ସୀମାନ୍ତରେ ଯୁଦ୍ଧବିରତି ଲାଗୁ ହୋଇଥିବାବେଳେ ପାକ୍‌ ପକ୍ଷରୁ ତାହାକୁ ଉଲ୍ଲଂଘନ କରାଯାଇଛି। ଭାରତ ପକ୍ଷରୁ ଏହାର ଦୃଢ଼ ଜବାବ ଦିଆଯାଇଥିଲା। ଏହି ଗୁଳିବିନିମୟରେ କୌଣସି ମୃତାହତ ହୋଇ ନ ଥିବା ଜଣାପଡ଼ିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories