www.samajalive.in
Sunday, December 14, 2025
19.1 C
Bhubaneswar

ମେ’ ୧୫ରୁ ୨୦ ତାରିଖରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ

ଭୁବନେଶ୍ୱର : ମେ’ ୧୫ରୁ ୨୦ ତାରିଖ ମଧ୍ୟରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହେବ । ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ କେତେକ ସ୍ଥାନରେ ଖାତା ଦେଖିବାକୁ ସେଣ୍ଟର ଆସିବାକୁ ସମସ୍ୟା ହେଉଥିଲା । ଫଳରେ ସକାଳେ କି ସନ୍ଧ୍ୟାରେ ସେଣ୍ଟର ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ୯୦ ପ୍ରତିଶତ ଖାତା ଦେଖା ସରିଛି । ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ ମାଲକାନଗିରି ଓ ବରଗଡରେ କିଛି ସମସ୍ୟା ଦେଖାଯାଇଥିଲା । ଏହାସହ ଅନଲାଇନ ଅପଡେସନ ପାଇଁ ଦୁଇ ଦିନ ସମୟ ଲାଗିବ ବୋଲି ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।

ଆଉ ଅଳ୍ପ ଦିନ.. ଶନିଙ୍କ ଓଲଟା ଚଳନ ସହ ବୃହସ୍ପତି ଚଳନ; ଏହି ରାଶି କିଣିବେ ନୂଆ ଘର,ଭୂମି, ବଢିବ ଦରମା, ହେବେ ଧନୀ..

ପହଲଗାମ୍‌ ଆକ୍ରମଣ ପରେ ଆଉ ଏକ ଆକ୍ରମଣର ଆଶଙ୍କା; ସତର୍କ କଲା ଗୁଇନ୍ଦା ସଂସ୍ଥା

- Advertisement -

ଦେଖନ୍ତୁ ଭିଡିଓ; ଗଛ ଉପରେ ହୋଇଛି କାର୍‌ ପାର୍କିଂ..

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories