www.samajalive.in
Sunday, December 7, 2025
18.1 C
Bhubaneswar

ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ

ପୁରୀ : ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ ଦିଆଯାଇଛି । ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ବାସନ୍ଦ ପାଇଁ ଚେତାବନୀ ଦିଆଯାଇଛି। ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ ଶନିବାର ଏହି ନିର୍ଦ୍ଦେଶ ଜାରି କରାଯାଇଛି। ନିକଟରେ ସୁଆର ମହାସୁଆର ସେବକଙ୍କୁ ମଧ୍ୟ ବାସନ୍ଦ ପାଇଁ ଚେତାବନୀ ହୋଇଥିଲା। ଦୀଘା ମନ୍ଦିର ପ୍ରତିଷ୍ଠାରେ ରୋଷ କାର୍ଯ୍ୟରେ ବାସନ୍ଦ ପାଇଁ ଚେତାବନୀ ଦିଆଯାଇଛି।

ଆଉ ଅଳ୍ପ ଦିନ.. ଶନିଙ୍କ ଓଲଟା ଚଳନ ସହ ବୃହସ୍ପତି ଚଳନ; ଏହି ରାଶି କିଣିବେ ନୂଆ ଘର,ଭୂମି, ବଢିବ ଦରମା, ହେବେ ଧନୀ..

ଦେଖନ୍ତୁ ଭିଡିଓ ; ଫ୍ରିଜ୍‌ରେ ଫଣା ଟେକି ବସିଥିଲା ନାଗସାପ, ତା’ପରେ

- Advertisement -

ପହଲଗାମ୍‌ ଆକ୍ରମଣ ପରେ ଆଉ ଏକ ଆକ୍ରମଣର ଆଶଙ୍କା; ସତର୍କ କଲା ଗୁଇନ୍ଦା ସଂସ୍ଥା

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories