www.samajalive.in
Sunday, December 7, 2025
23.1 C
Bhubaneswar

ଭୁବନେଶ୍ୱରରେ ପାକିସ୍ତାନୀ ମହିଳା; ଦେଶ ଛାଡିବାକୁ ନୋଟିସ୍‌ ଜାରି

ଭୁବନେଶ୍ୱର : ଓଡିଶାରୁ ସମସ୍ତ ପାକିସ୍ତାନୀଙ୍କୁ ବିଦା କରିବା ପାଇଁ ପ୍ରକ୍ରିିୟା ଆରମ୍ଭ ହୋଇ ସାରିଛି । ଭୁବନେଶ୍ୱରରେ ଅଛନ୍ତି ଜଣେ ପାକିସ୍ତାନୀ ମହିଳା । ସେ ଭିସାରେ ପ୍ରାୟ ୨୦୦୮ରୁ ଭୁବନେଶ୍ୱରରେ ରହି ଆସୁଛନ୍ତି । ସେ ଜଣେ ଓଡିଆ ବ୍ୟବସାୟୀଙ୍କୁ ବିବାହ କରିଛନ୍ତି ବୋଲି ଜଣାପଡିଛି । ମହିଳାଙ୍କ ଭିସା ଅବଧି ୨୦୨୪ରେ ଶେଷ ହୋଇଯାଇଛି । ପହଲଗାମ୍‌ ଆକ୍ରମଣ ଘଟଣା ପରେ ସମସ୍ତ ପାକିସ୍ତାନୀଙ୍କୁ ଦେଶ ଛାଡି ଯିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଥିବା ସହ ଉକ୍ତ ମହିଳାଙ୍କୁ ମଧ୍ୟ ଯିବା ପାଇଁ କମିଶନରେଟ୍‌ ପୁଲିସ ନୋଟିସ୍‌ କରିଛି । ସେପଟେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନାନୁଯାୟୀ ସମସ୍ତ ପାକିସ୍ତାନୀଙ୍କୁ ଚିହ୍ନଟ କରାଯାଇଛି।

ଆଉ ଅଳ୍ପ ଦିନ.. ଶନିଙ୍କ ଓଲଟା ଚଳନ ସହ ବୃହସ୍ପତି ଚଳନ; ଏହି ରାଶି କିଣିବେ ନୂଆ ଘର,ଭୂମି, ବଢିବ ଦରମା, ହେବେ ଧନୀ..

ଦେଖନ୍ତୁ ଭିଡିଓ ; ଫ୍ରିଜ୍‌ରେ ଫଣା ଟେକି ବସିଥିଲା ନାଗସାପ, ତା’ପରେ

- Advertisement -

ପହଲଗାମ୍‌ ଆକ୍ରମଣ ପରେ ଆଉ ଏକ ଆକ୍ରମଣର ଆଶଙ୍କା; ସତର୍କ କଲା ଗୁଇନ୍ଦା ସଂସ୍ଥା

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories