www.samajalive.in
Friday, December 5, 2025
27.1 C
Bhubaneswar

ସ୍କୁଲରେ ବିସ୍ଫୋରଣ: ୧୫ ଛାତ୍ରୀଛାତ୍ର ଆହତ

ଜମ୍ମୁ: ବୁଧବାର ଜମ୍ମୁ-କଶ୍ମୀରର ପୁଲୱାମା ଜିଲାରେ ଥିବା ଫଲାଇ-ଇ-ମିଲ୍ଲତ ନାମକ ଏକ ଘରୋଇ ସ୍କୁଲରେ ବିସ୍ଫୋରଣ ଘଟିଛି। ଏଥିରେ ୧୫ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ସମୋନଙ୍କୁ ନିକଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଗୁରୁତର ଥିବା କେତେଜଣ ଛାତ୍ରୀଛାତ୍ରଙ୍କୁ ଅଧିକ ଚିକିତ୍ସା ପାଇଁ ଶ୍ରୀନଗର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ ଅଧିକାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। କିପରି ଏବଂ କେଉଁ ପରିସ୍ଥିତିରେ ବିସ୍ଫୋରଣ ଘଟିଲା ତାହା ଜଣାପଡ଼ି ନ ଥିବାବେଳେ ଅଧିକାରୀମାନେ ଏ ଦିଗରେ ଖୋଳତାଡ଼ କରୁଛନ୍ତି। ଏ ସମ୍ପର୍କରେ ଥାନାରେ ଏକ ମାମଲା ରୁଜୁ ହୋଇଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories