www.samajalive.in
Saturday, December 6, 2025
26.1 C
Bhubaneswar

ବସ ଓଲଟି ଜଣେ ମୃତ, ୫ ଗୁରୁତର

ସୁନ୍ଦରଗଡ଼଼: ହେମଗିରି ଥାନା ଡୁଲିଙ୍ଗା କୋଇଲା ଖଣିକୁ ଶ୍ରମିକଙ୍କୁ ନେଇ ଯିବାବେଳେ ଅଘଟଣ। ଶ୍ରମିକଙ୍କୁ ନେଇ ଯାଉଥିବା ବସ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୫ରୁ ଅଧିକ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ଶ୍ରମିକଙ୍କୁ ଚିକିତ୍ସା ପାଇଁ ଝାରସୁଗୁଡ଼ା ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories