www.samajalive.in
Sunday, December 14, 2025
19.1 C
Bhubaneswar

ପ୍ରଧାନମନ୍ତ୍ରୀ-ପ୍ରତିରକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ପହଲଗାମ୍ ଆତଙ୍କୀ ଆକ୍ରମଣକୁ ନେଇ ଘନ ଘନ ବୈଠକ ଅନୁଷ୍ଠିତ ହେଉଛି। ଆଜି ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷାମନ୍ତ୍ରୀ ଙ୍କ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଏହି ବୈଠକ ଅନୁଷ୍ଠିତ ହେଉଛି। ଏନଏସଏ ଅଜିତ୍ ଡୋଭାଲ୍ ଏହି ବୈଠକରେ ଉପସ୍ଥିତ ଥିବା ସୂଚନା ମିଳିଛି।  ପାକ୍ ଉପରେ ବଡ କାର୍ଯ୍ୟାନୁଷ୍ଠାନ ନେଇ ବୈଠକରେ ନିଷ୍ପତି ହୋଇପାରେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories