www.samajalive.in
Friday, December 5, 2025
17.1 C
Bhubaneswar

ସାମାନ୍ୟ ଆଶ୍ୱସ୍ତି ; କମିଲା ସୁନା ଦାମ୍‌

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । ଗତ କିଛି ଦିନ ତଳେ ସୁନା ଦାମ୍‌ ଏକ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ବେଳେ ଏବେ ମୂଲ୍ୟ ଧିରେ ଧିରେ ହ୍ରାସ ପାଉଛି ।

ଏପ୍ରିଲ ୨୮ ଅର୍ଥାତ୍‌ ସୋମବାର ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୭,୫୩୦ ଟଙ୍କା ରହିଛି । ଗତକାଲି ଏହା ୯୮,୨୧୦ ଟଙ୍କା ଥିଲା । ଏଥିରେ ୬୮୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୮୯,୪୦୦ ଟଙ୍କା ରହିଛି । ଗତକାଲି ଏହା ୯୦,୦୨୦ ଟଙ୍କା ଥିଲା । ଏଥିରେ ୬୨୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩,୧୫୦ ଟଙ୍କା ରହିଛି । ଗତକାଲି ଏହା ୭୩,୬୬୦ ଟଙ୍କା ଥିଲା । ଏଥିରେ ୫୧୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ କମ୍‌ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୧୦୦ ରହିଛି । ଗତକାଲି ଏହା ୧୧,୧୯୦ ଟଙ୍କା ଥିଲା । ଏଥିରେ ୯୦ ଟଙ୍କା ହ୍ରାସ ହୋଇଛି ।

ମେ’ରେ ଶକ୍ତିଶାଳୀ ଗ୍ରହଙ୍କ ମହାଚଳନ: ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, କିଣିବେ ଘର,ଗାଡି..

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories