www.samajalive.in
Friday, December 12, 2025
14.1 C
Bhubaneswar

ଦିନ ୧ଟା ମୁଖ୍ୟ ଖବର

ସୁନ୍ଦରଗଡ଼଼: ଶ୍ରମିକଙ୍କୁ ନେଇ ଯାଉଥିବାବେଳେ ଓଲଟିଲା ବସ, ବସ ଓଲଟି ଜଣେ ମୃତ, ୫ରୁ ଅଧିକ ଶ୍ରମିକ ଗୁରୁତର ସୂଚନା, ହେମଗିରି ଥାନା ଡୁଲିଙ୍ଗା କୋଇଲା ଖଣିକୁ ଯିବାବେଳେ ଅଘଟଣ, ଗୁରୁତର ଶ୍ରମିକଙ୍କୁ ଝାରସୁଗୁଡ଼ା ସ୍ଥାନାନ୍ତର..

କେନ୍ଦୁଝର: ଟାଉନଥାନା ନରଣପୁରଠାରେ ସୁନା ବ୍ୟବସାୟୀଙ୍କଠାରୁ ଲୁଟ୍‌‌, ମାଡ଼ ମାରି ୫ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ନେଲେ, ୨ ଦୁର୍ବୃତ୍ତ ବାଇକରେ ଆସି ଆକ୍ରମଣ କରି ଲୁଟ କରିଥିବା ଅଭିଯୋଗ..

- Advertisement -

ବାୟୁସେନା ପରେ ନୌସେନାକୁ ମିଳିବ ରାଫେଲ ବଳ। ଆଜି ଫ୍ରାନ୍ସ ସହ ମେଗା ରାଫେଲ ଡିଲ କରିବ ଭାରତ..

୬୩ ହଜାର କୋଟିର ୨୬ଟି ରାଫେଲ ବିମାନ କିଣିବ ଭାରତ, ୨୨ଟି ସିଙ୍ଗିଲ ସିଟର ଏବଂ ୪ଟି ଟ୍ୱିନ ସିଟର ରାଫେଲ କିଣିବ ଭାରତ..

ମେ’ରେ ଶକ୍ତିଶାଳୀ ଗ୍ରହଙ୍କ ମହାଚଳନ: ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, କିଣିବେ ଘର,ଗାଡି..

ପ୍ରଧାନମନ୍ତ୍ରୀ ମୋଦୀ ଏବଂ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ବୈଠକ, ପହଲଗାମ୍ ଆତଙ୍କୀ ହମ୍‌ଲାକୁ ନେଇ ବଡ ଧରଣର ଆଲୋଚନା..

୧୬ ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ୍ ବ୍ୟାନ୍‌, ସୋଏବ ଅଖତରଙ୍କ ଚ୍ୟାନେଲ ବି ସାମିଲ, ଉତ୍ତେଜନାମୂଳକ ଏବଂ ସମ୍ବେଦନଶୀଳ ସାମ୍ପ୍ରଦାୟିକ ବିଷୟବସ୍ତୁ ପ୍ରସାର କରିବାକୁ ନେଇ ଏକାଧିକ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ ବିରୋଧରେ ଭାରତର କଠୋର କାର୍ଯ୍ୟାନୁଷ୍ଠାନ..

ପ୍ରଧାନମନ୍ତ୍ରୀ-ପ୍ରତିରକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ..

ଓପିଏସସି/ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ବିଭ୍ରାଟକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରତିକ୍ରିୟା : ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଲିଷ୍ଟ ଅଛି ତଦନ୍ତ ହେବ, ଯିଏ ଦୋଷୀ ତାକୁ ଛଡାଯିବନି..

ସାମାନ୍ୟ ଆଶ୍ୱସ୍ତି ; କମିଲା ସୁନା ଦାମ୍‌

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories